10 ସଃବୁ ଦଃୟାକାରି ଜୁୟି ଇସ୍ୱର୍ ଅଃହ୍ଣାର୍ ସଃବୁ ଦିନାର୍ ଜଃଜ୍ମାନାର୍ ତାର୍ ସଃଙ୍ଗ୍ ବାଗ୍ହାଉଁକ୍ କ୍ରିସ୍ଟ ଜିସୁର୍ ଗିନେ ତୁମିମଃନ୍କେ କୁଦି ଆଚେ, ସେ ତୁମିମଃନାର୍ ଚଃନେକାର୍ ଦୁକ୍ବୟ୍ଗାର୍ ହଃଚେ ତୁମିମଃନ୍କେ ହୁର୍ନ୍, ସୁସ୍ତା, ବପୁ, ଆର୍ ନାଉ ବାସ୍ କଃରାୟ୍ଦ୍ ।
Publicidade
Publicidade