5 ସେରଃକମ୍ ଏ ଦଃଙ୍ଗ୍ଳାମଃନ୍, ତୁମିମଃନ୍ ପାରାଚିନ୍ ମଃନାର୍ ତଃଳେ ରିଆ । ସଃବୁଲକ୍ ଅଃହ୍ଣା ଅଃହ୍ଣାକ୍ ଦିର୍ ହର୍ ବଃସ୍ତର୍ ହିନ୍ଦା, କାୟିତାକ୍ ବଃଲେକ୍ ସାସ୍ତର୍ କଃଉଁଲି, "ଇସ୍ୱର୍ ଆକାରିମଃନ୍କେ ସାନ୍ କଃରି ଦିର୍ସୁସ୍ତାର୍ ଲକ୍ମଃନ୍କେ ଦଃୟା କଃରେଦ୍ ।" 6 ବଃଲେକ୍ ଇସ୍ୱରାର୍ ବଃଳ୍କାରି ଆତ୍ ତଃଳେ ଅଃହ୍ଣା ଅଃହ୍ଣାକ୍ ସଃହ୍ରି ଦିଆସ୍, ଜଃନ୍କଃରି ସେ ତୁମିମଃନ୍କେ ଟିକ୍ ବେଳାୟ୍ ଉହ୍ରେ ଉଟାୟିଦ୍ । 7 ତୁମିମଃନାର୍ ସଃବୁ ଚିତାର୍ ବଜ୍ ଇସ୍ୱରାର୍ ଉହ୍ରେ ଚାଡିଦିଆସ୍, ବଃଲେକ୍ ସେ ତୁମିମଃନାର୍ ଗିନେ ଚିତା କଃରୁଲା ।
Publicidade
Publicidade