ତେସଲନିକିମଃନାର୍ ବିସ୍ୱାସ୍ ଆର୍ ଜିବନ୍
2 ଅଃମିମଃନ୍ ପାର୍ତ୍ନା କଃର୍ତା ବଃଳ୍ ତୁମିମଃନାର୍ ନାଉ ଦଃରି ତୁମାର୍ ସଃବୁଲକାର୍ ଗିନେ ସଃବୁବଃଳ୍ ଇସ୍ୱର୍କେ ଦନ୍ୟବାଦ୍ କଃରୁଲୁ । 3 ଅଃମିମଃନାର୍ ଇସ୍ୱର୍ ଆର୍ ଉବାର୍ ଚଃମେ ଅଃମିମଃନ୍ ତୁମିମଃନାର୍ ବିସ୍ୱାସାର୍ କାମ୍, ଲାଡାର୍ କଃବାଳ୍ ଆର୍ ଅଃମାର୍ ମାପୁର୍ ଜିସୁ କ୍ରିସ୍ଟର୍ କଃତାକ୍ ତୁମାର୍ ବଃର୍ସା ସାସ୍ ଦଃର୍ତାର୍ କଃତା ସଃବୁବଃଳ୍ ଏତାଉଆ ।