16 ମୁର୍ତି ସଃଙ୍ଗ୍ ଇସ୍ୱରାର୍ ମନ୍ଦିରାର୍ କାୟି ମିସାଣ୍ ଆଚେ ? କାୟିତାକ୍ବଃଲେକ୍ ଆମିମଃନ୍ ଜିବନ୍ ଇସ୍ୱରାର୍ ମନ୍ଦିର୍,
ଜଃନ୍କଃରି ଇସ୍ୱର୍ କୟ୍ଆଚେ, "ମୁୟ୍ଁ ସେମଃନାର୍ ବିତ୍ରେ ବାସା କଃରିନ୍ଦ୍,
ଆର୍ ସେମଃନାର୍ ବିତ୍ରେ ଚାଲାବୁଲା କଃରିନ୍ଦ୍;
ମୁୟ୍ଁ ସେମଃନାର୍ ଇସ୍ୱର୍ ଅୟ୍ନ୍ଦ୍,
ଆର୍ ସେମଃନ୍ ମର୍ ଲକ୍ ଅଃଉତି ।"