11 ସେ ଦିନାର୍ ଆସ୍ତାର୍ ଜାଗିକଃରି, ସେରି ଜଃନ୍କଃରି ବେଗି ଆସେଦ୍, ଇତାର୍ ଗିନେ ତୁମିମଃନ୍ କଃନ୍କଃରି ସଃବୁବଃଳ୍ ନିକ ଗୁଣାର୍ ଆର୍ ଦଃର୍ମି ଅଃଉତା ଲଳା । 12 ଇ ସଃବୁ ବିସୟ୍ ଇରଃକମ୍ ନାସ୍ ଅଃଉତାର୍ ଗିନେ, ଇସ୍ୱରାର୍ ଜୁୟି ଦିନ୍ ଅଃଗାସ୍ ମଃଣ୍ଡଳ୍ ଜୟ୍ଲାଗି ଆଜିଜାୟ୍ଦ୍ ଆର୍ ଉବ୍ଜାଣ୍ ଅଇଲାର୍ ସଃବୁ ବଃଡେ ତଃହାତେ ତଃର୍ଲି ଜାୟ୍ଦ୍, 13 ଅଃମିମଃନ୍ ତାର୍ ସଃୟ୍ତ୍ ହଃର୍କାରେ ଗଟ୍ ନଃଉଆଁ ଅଃଗାସ୍ ଆର୍ ନଃଉଆଁ ହୁର୍ତିବିକେ ଜାଗିଆଚୁ, ଜୁୟ୍ରି ଦଃର୍ମିଲକାର୍ ବାସ୍ କଃର୍ତା ଟାଣ୍ ଅୟ୍ଦ୍ ।
Publicidade
Publicidade