4 ତାର୍ହଃଚେ ମୁୟ୍ ସିଙ୍ଗାସଣ୍ ସଃବୁ ଦଃକ୍ଲେ, ସେମଃନାର୍ ଉହ୍ରେ ବଃସିରିଲା କଃତେକ୍ ଲକ୍ମଃନ୍କେ ବିଚାର୍ କଃରୁକେ ଅଃଦିକାର୍ ଦିଆ ଜାୟ୍ଆଚେ । ଆରେକ୍ ହେଁ ମୁୟ୍ କଃତେକ୍ ମଃଲା ଲକ୍ମଃନାର୍ ଆତ୍ମାକେ ଦଃକ୍ଲେ, ସେମଃନ୍ ଜିସୁ ଜାଣାୟ୍ରିଲା କଃତା ଆର୍ ଇସ୍ୱରାର୍ କଃତା ପର୍ଚାର୍ କଃର୍ତି ରିଲାକ୍ ମଃର୍ତେ ମାରା ଜାୟ୍ରିଲାୟ୍ । ସେମଃନ୍ ଜଃତୁ କି ତାର୍ ମୁର୍ତି କେଏ ସେବା କଃରି ନଃରିଲାୟ୍, କି କାହାଳ୍ ଆର୍ ଆତେ ସେ ଜଃତୁର୍ ଚିନା ଗଦାୟ୍ ଅୟ୍ନଃରିଲାୟ୍ । ସେମଃନ୍ ଆରେକ୍ ଜିବନ୍ ହାୟ୍ଁ କ୍ରିସ୍ଟର୍ ସଃଙ୍ଗ୍ ୧,୦୦୦ ବଃର୍ସ୍ ରାଇଜ୍ କଃଲାୟି ।
Publicidade
ପ୍ରକାସିତ୍ ବାକ୍ୟ 20
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.