3 ଆରେକ୍ ସଃର୍ଗାର୍ ସିଙ୍ଗାସଣେ ହୁଣି ଗଟେକ୍ ସଃବ୍ଦ୍ ଆୟ୍ଲି, "ଅଃବେ ଇସ୍ୱରାର୍ ବାସା କଃର୍ତା ଟାଣ୍ ମାନାୟ୍ମଃନାର୍ ତଃୟ୍ ଆଚେ, ସେ ସେମଃନାର୍ ସଃଙ୍ଗ୍ ବାସା କଃରେଦ୍ ଆର୍ ସେମଃନ୍ ତାର୍ ନିଜାର୍ ଲକ୍ ଅଃଉତି । ଇସ୍ୱର୍ ନିଜେ ସେମଃନାର୍ ସଃଙ୍ଗ୍ ବାସା କଃରେଦ୍ ଆର୍ ସେ ସେମଃନାର୍ ଇସ୍ୱର୍ ଅୟ୍ଦ୍ । 4 ଇସ୍ୱର୍ ସେମଃନାର୍ ଆକିର୍ ସଃବୁ ଆସୁ ହୁଚି ଦଃୟ୍ଦ୍ । ମଃର୍ନ୍, ଦୁକ୍, କାନ୍ଦ୍ତାର୍ କି ଦୁକା ଆରେକ୍ ନଃରେୟ୍ । ସଃବୁ ହଃର୍ନା ବିସୟ୍ ନାସ୍ ଅୟିଆଚେ ।"
Publicidade
Publicidade