22 "ଏ ଇସ୍ରାଏଲ୍ ଲକ୍ମଃନ୍ ଇ ସଃବୁ କଃତା ସୁଣା ନାଜରିତାର୍ ଜିସୁ କଃତେକ୍ ସଃକ୍ତିର୍ କାମ୍, କାବା ଅଃଉତା କାମ୍, ଆର୍ ଚିନା ଦଃକାୟ୍ ତୁମିମଃନାର୍ ଚଃମେ ଇସ୍ୱରାର୍ ହଃଟାୟ୍ଲା ଲକ୍ ବଃଲି ଚିନାୟ୍ଅୟ୍ ଆଚେ, ତାର୍ ତଃୟ୍ ଇସ୍ୱର୍ ଜେ ତୁମିମଃନାର୍ ବିତ୍ରେ ଇତି ସଃବୁ କାମ୍ କଃରିଆଚେ, ଇରି ତୁମିମଃନ୍ ନିଜେ ନିଜେ ଜାଣାସ୍ । 23 ଇସ୍ୱର୍ ତାର୍ ଜଃଜ୍ନା ହଃର୍କାରେ ଜିସୁକେ ତୁମାର୍ ଆତେ ସଃହ୍ରି ଦେଉଁକେ ତିର୍ କଃରିରିଲା । ଆରେକ୍ ତୁମି ତାକେ ବିଦିନୟ୍ଲା ହାହିମଃନାର୍ ସଃଙ୍ଗ୍ କ୍ରୁସେ ଚଗାୟ୍ ମାର୍ଲାସ୍ । 24 ମଃତର୍ ଇସ୍ୱର୍ ମଃର୍ନ୍ ବାନ୍ଦୁଣ୍ ଇଟାୟ୍ ତାକେ ଉଟାୟ୍ ଆଚେ, କାୟିତାକ୍ ବଃଲେକ୍ ସେ ମଃରି କଃରି ସଃବୁଦିନ୍ ରେତା ହାବଳ୍ ।
Publicidade
Publicidade