19 ମଃତର୍ ପିତର୍ ଆର୍ ଜହନ୍ ସେମଃନ୍କେ କୟ୍ଲାୟ୍, "ଇସ୍ୱରାର୍ କଃତା ସୁଣ୍ତା ବାଦୁଲେ ତୁମିମଃନାର୍ କଃତା ସୁଣ୍ତାର୍ ମାପୁରାର୍ ଆକାୟ୍ ଟିକ୍ କି ନାୟ୍, ସେରି ତୁମିମଃନ୍ ବିଚାର୍ କଃରି ଦଃକା । 20 କାୟିତାକ୍ ବଃଲେକ୍ ଅଃମିମଃନ୍ ଜାୟ୍ଜାୟ୍ରି ଦଃକିଆଚୁ ଆର୍ ସୁଣି ଆଚୁ, ସେରି ସଃବୁ ନଃକୟ୍କଃରି ରେଉଁନାହାରୁ ।"
Publicidade