14 ଆର୍ ଇ ଗୁଣ୍ ଉହ୍ରେ ଲାଡ୍କେ ହୁଙ୍ଗ୍ରା, ଇରି ସଃବୁ ସିଦ୍ କଃରି ଗଟେକ୍ କଃରେଦ୍ । 15 ଆର୍, କ୍ରିସ୍ଟର୍ ଦିଲା ଜୁୟି ସୁସ୍ତା ବଗ୍ କଃରୁକେ ତୁମିମଃନ୍କେ ଗଟେକ୍ ଗଃଗାଳ୍ ହର୍ କୁଦାୟ୍ ଅୟି ଆଚାସ୍, ସେରି ତୁମିମଃନାର୍ ମଃନେ ରାୟ୍ଜ୍କଃର; ଆରେକ୍ ତୁମିମଃନ୍ ସଃବୁବଃଳ୍ ଦନ୍ୟବାଦ୍ ଦିଆସ୍ । 16 କ୍ରିସ୍ଟର୍ କଃତା ତୁମିମଃନାର୍ ମଃନେ ଜଃବର୍ ବାସାକଃର; ତୁମିମଃନ୍ ହଃତିଲକ୍ ହୁର୍ନ୍ ବୁଦିର୍ ସଃଙ୍ଗ୍ ସିକାଉଆ ଆର୍ ଚେତାଉଆ, ଆରେକ୍ ଇସ୍ୱରାର୍ ଗିନେ ଗିତ୍ ପ୍ରସଂସା, ଦଃର୍ମ୍ ଗିଆନେ ମଃନ୍ସଃହ୍ରି ଗିତ୍ କଃଉଆ । 17 ଆର୍ କଃତାୟ୍ କି କାମେ ତୁମିମଃନ୍ ଜାଇରି କଃରା, ସେରିମଃନ୍ ମାପୁର୍ ଜିସୁର୍ ନାଉଁଏ କଃରି, ତାର୍ ତଃୟ୍ଁ ଉବା ଇସ୍ୱର୍କେ ଦନ୍ୟବାଦ୍ ଦିଆସ୍ ।
Publicidade
Publicidade