31 ସଃବୁ ରଃକମାର୍ ହିତାକଃସା, ରିସା ଆର୍ ଲିନ୍ଦା ଆର୍ ସଃବୁ ରଃକମାର୍ ଡାରା ତୁମିମଃନାର୍ ତଃୟ୍ ହୁଣି ଦୁର୍ କଃରା । 32 ୪:୩୨ କଲ ୩:୧୩.ଆର୍ ସଃବୁର୍ ହାଁୟ୍ ଦଃୟାକାରି ଅଃଉଆ, ଆର୍ କଃଉଁଣା ମଃନ୍ ଅଃଉଅ ଆର୍ କ୍ରିସ୍ଟର୍ ଗିନେ ଇସ୍ୱର୍ ତୁମିମଃନ୍କେ ଜଃନ୍କଃରି ଅଃଡେକ୍ ନିକ କେମା କଃରି ଆଚେ ତୁମିମଃନ୍ହେଁ ସେନ୍କଃରି ସଃବ୍କେ କେମା କଃରା ।