25 ଏ ଅଃଣ୍ଡ୍ରାମଃନ୍, କ୍ରିସ୍ଟ ଜଃନ୍କଃରି ମଣ୍ଡ୍ଳିକେ ଲାଡ୍ କଃରି, ତାର୍ ଗିନେ ନିଜାର୍ ଜିବନ୍ ଦିଲା, ତୁମିମଃନ୍ ହେଁ ଟିକ୍ ସେନ୍କଃରି ନିଜାର୍ ନିଜାର୍ ମାୟ୍ଜିମଃନ୍କେ ଲାଡ୍ କଃରା । 26 କ୍ରିସ୍ଟ ମଣ୍ଡ୍ଳିକେ ବାକ୍ୟ ଆର୍ ଜାଣାୟି ଦୟ୍ ନିର୍ମୁଳ୍କଃରି ଇସ୍ୱର୍କେ ଦିଲା, 27 ଆରେକ୍ ମଣ୍ଡ୍ଳିକେ ଜଃଜ୍ମାନ୍ ସଃଙ୍ଗ୍ ପବିତ୍ର, ନିର୍ଦସି ଦାଗ୍ ନାୟ୍ ଆର୍ ସୁନ୍ଦୁର୍କଃରି ନିଜାର୍ କଃଲା । 28 ଅଃଣ୍ଡ୍ରାମଃନ୍ ହେଁ ନିଜାର୍ ନିଜାର୍ ମାୟ୍ଜିମଃନ୍କେ ନିଜାର୍ ନିଜାର୍ ଗଃଗାଳ୍ ହର୍ ଲାଡ୍ କଃର୍ତା ଦଃର୍କାର୍, ଜେ ନିଜାର୍ ମାୟ୍ଜିକ୍ ଲାଡ୍ କଃରେଦ୍, ସେ ନିଜ୍କେ ଲାଡ୍ କଃରେଦ୍ । 29 କେଏ ହେଁ ନିଜାର୍ ଗଃଗାଳ୍କେ ଗିଣ୍ ନଃକେର୍ ମଃତର୍ ଗଃଗାଳାର୍ ହସ୍ହାଳ୍ କଃରେଦ୍ ଆର୍ ତାର୍ ଜଃତୁନ୍ କଃରେଦ୍, ସେନ୍କଃରି କ୍ରିସ୍ଟ ମଣ୍ଡ୍ଳିର୍ ଜଃତୁନ୍ ନେଉଁଲା ।
Publicidade
Publicidade