28 ଅଃଣ୍ଡ୍ରାମଃନ୍ ହେଁ ନିଜାର୍ ନିଜାର୍ ମାୟ୍ଜିମଃନ୍କେ ନିଜାର୍ ନିଜାର୍ ଗଃଗାଳ୍ ହର୍ ଲାଡ୍ କଃର୍ତା ଦଃର୍କାର୍, ଜେ ନିଜାର୍ ମାୟ୍ଜିକ୍ ଲାଡ୍ କଃରେଦ୍, ସେ ନିଜ୍କେ ଲାଡ୍ କଃରେଦ୍ । 29 କେଏ ହେଁ ନିଜାର୍ ଗଃଗାଳ୍କେ ଗିଣ୍ ନଃକେର୍ ମଃତର୍ ଗଃଗାଳାର୍ ହସ୍ହାଳ୍ କଃରେଦ୍ ଆର୍ ତାର୍ ଜଃତୁନ୍ କଃରେଦ୍, ସେନ୍କଃରି କ୍ରିସ୍ଟ ମଣ୍ଡ୍ଳିର୍ ଜଃତୁନ୍ ନେଉଁଲା । 30 କାୟିତାକ୍ବଃଲେକ୍ ଅଃମିମଃନ୍ ତାର୍ ଗଃଗାଳାର୍ ଅଃଙ୍ଗ୍ମଃନ୍ । 31 ସାସ୍ତରେ ଲେକା ଆଚେ- ଅଃଣ୍ଡ୍ରା ଆୟା ଉବାକେ ଚାଡି ନିଜାର୍ ମାୟ୍ଜି ସଃଙ୍ଗ୍ ଗଟେକ୍ ଅଃଉତି, ଆର୍ ସେ ଦୁୟ୍ଲକ୍ ମିସି ଗଟେ ଗଃଗାଳ୍ ଅଃଉତି । 32 ଇରି ଗଟେକ୍ ବିତ୍ରିକଃତା, ମଃତର୍ ମୁୟ୍ଁ କ୍ରିସ୍ଟ ଆର୍ ମଣ୍ଡ୍ଳି ବିସୟେ ଇରି କଃଉଁଲେ । 33 ମଃତର୍ ଇରି ତୁମିମଃନାର୍ ଗିନେ ହେଁ ଦଃର୍କାର୍, ସଃବୁ ଅଃଣ୍ଡ୍ରା ନିଜାର୍ ମାୟ୍ଜିକ୍ ଜିବନ୍ ହର୍ ଲାଡ୍ କଃର, ଆର୍ ସଃବୁ ମାୟ୍ଜିମଃନ୍ ନିଜାର୍ ଅଃଣ୍ଡ୍ରାକେ ମାନ୍ତି କଃର ।
Publicidade