10 ସଃରାସଃରି କଃତା ଇରି, ମାପୁରାର୍ ସଃକ୍ତି ହାୟ୍ଁ ତାର୍ ବଃଳେ ତିଆର୍ ଅୟି ସଃକ୍ତିମାନ୍ ଅଃଉଅ । 11 ଇସ୍ୱର୍ ଦିଲା ସଃବୁ ଜୁଜ୍ ଆସ୍ତି ହିନ୍ଦି ଜଃଗ୍ରାତ୍ ଅଃଉଆ, ଜଃନ୍କଃରି ସୟ୍ତାନାର୍ କୁଟ୍କେ ଚଃଲାକି ବିରୁଦେ ଟିଆ ଅଃଉଁକେ ସଃକ୍ତି ହାଉଁହାରାସ୍ । 12 ବଃଲେକ୍ ଅଃମିମଃନ୍ ଇ ଜଃଗତାର୍ ମାନାୟ୍ ମଃନାର୍ ବିରୁଦେ ଜୁଜ୍ ନଃକେରୁ; ଅଃମି ଅଃଗାସାର୍ ସୟ୍ତାନାର୍ ସଃକ୍ତି ଆର୍ ଇ ଅଃନ୍ଦାର୍ ଜୁଗାର୍ ସାସନ୍କଃର୍ତା, ଅଃଦିକାରି ଆର୍ ସଃବୁ ହୁର୍ତିବିର୍ ସଃକ୍ତି ବିରୁଦେ ଜୁଜ୍ କଃରୁଲୁ । 13 ତଃବେ ଅଃବେ ଇସ୍ୱର୍ ଦିଲା ଜୁଜ୍ ସାଜଃବାଜ୍ ହିନ୍ଦା, ତଃନ୍ଅଃୟ୍ଲେକ୍ ବିପ୍ତି ବଃଳ୍ ତୁମିମଃନ୍ ସଃତ୍ରୁ ଜୁଜ୍ କଃରୁକେ ଆୟ୍ଲେକ୍ ଚେକୁ ହାରାସ୍ ଆର୍ ସଃରାସଃରି ହଃତେକ୍ ଜୁଜ୍ କଃରି ଅଃଟୁଆ ରେଉଁ ହାରାସ୍ ।
14 ତଃବେ ସଃତ୍ହର୍ ଅଃଟାବିଳା ବାନ୍ଦି, ଦଃର୍ମି ବୁକ୍ହାଟା ହିନ୍ଦା, 15 ହାଦେ ସୁସ୍ତାର୍ ନିକ କବୁର୍ ହର୍ ହାଣ୍ଡାୟ୍ ହିନ୍ଦି ଅଃଟୁଆ ଅୟ୍ରିଆ । 16 ଜଃନ୍କଃରି ସୟ୍ତାନାର୍ ଜୟ୍ବାଣ୍ ସଃବୁ ଲିବାଉଁକେ ସଃକ୍ତି ହାଉଆସ୍ ଇତାର୍ ଗିନେ ବିସ୍ୱାସ୍ହର୍ ଡାହୁଣ୍ ଦଃରା । 17 ଆରେକ୍ ମୁକ୍ତିର୍ ହର୍ ମୁଣ୍ଡ୍ ଟହ୍ରି ହିନ୍ଦା ଆର୍ ପବିତ୍ର ଆତ୍ମା ଦିଲା ବଃଲେକ୍ ଇସ୍ୱରାର୍ ବାକ୍ୟହର୍ କଃଣ୍ଡା ଦଃରା ।