21 ଡାରା, ମାତ୍ଉଆଳି, ରଃଙ୍ଗ୍ ରଃସିଆ, ଅଃନ୍କାର୍ କାମ୍ମଃନ୍ ମୁୟ୍ଁ ହୁର୍ବେ ଜଃନ୍କଃରି ତୁମିମଃନ୍କେ କୟ୍ରିଲେ, ଅଃବେ ହେଁ କଃଉଁଲେ, ଜୁୟି ଲକ୍ମଃନ୍ ଇ ସଃବୁ ହଃର୍କାର୍ କାମ୍ କଃର୍ତି, ସେମଃନ୍ ଇସ୍ୱରାର୍ ରାଇଜାର୍ ଅଃଦିକାରି ନଃଉଁତି ।
23 ସୁସାର୍ ଆର୍ ନିଜ୍କେ ସଃମ୍ବାଳ୍ତାର୍ ଇ ସଃବୁ ବିରୁଦେ କାୟିହେଁ ମସାର୍ ବିଦି ନାୟ୍ ।