12 ୧୫:୧୨ ଜହ ୧୩:୩୪; ୧୫:୧୭; ୧ ଜହ ୩:୨୩; ୨ ଜହ ୧:୫.ମୁୟ୍ ଜଃନ୍କଃରି ତୁମିମଃନ୍କେ ଲାଡ୍ କଃରିଆଚି, ତୁମିମଃନ୍ ହେଁ ସେନ୍କଃରି ତୁମାର୍ ତୁମାର୍ ବିତ୍ରେ ଲାଡ୍ କଃରା, ଇରି ମର୍ ଆଦେସ୍, 13 ଅଃହ୍ଣାର୍ ନିଜାର୍ ଲକାର୍ ଗିନେ ନିଜାର୍ ଜିବନ୍ ଦେତାର୍ ଚାଡି କାର୍ ଆରେକ୍ ଅଃଦିକ୍ ବଃଡ୍ ଲାଡ୍ ନାୟ୍ ।