28 "ଏ ତାକ୍ଲା ଆର୍ ବଜ୍ ବୟ୍ଲା ଲକ୍ମଃନ୍, ମର୍ ତଃୟ୍ ଆସା, ମୁଁୟ୍ ତୁମିମଃନ୍କେ ବିସାଉଁକ୍ ଦଃୟ୍ନ୍ଦ୍ । 29 ମର୍ ଜିଅଡି ଅଃହ୍ଣା ଅଃହ୍ଣାର୍ କଃନ୍ଦେ ବଃଉଆ, ଆର୍ ମର୍ ତଃୟ୍ହୁଣି ସିକା, କାୟିତାକ୍ବଃଲେକ୍ ମୁଁୟ୍ ନିଜେ ଦିର୍ ଆର୍ ମଃନ୍ ସୁଦାର୍ ଅୟି ଆଚି, ସେତାକ୍ ତୁମିମଃନ୍ ମର୍ ତଃୟ୍ ଜିବନ୍ ବିତ୍ରେ ବିସାଉଁ ହାରାସ୍ । 30 ଆରେକ୍ ମୁଁୟ୍ ଜୁୟି ଜିଅଡି ଦଃୟ୍ନ୍ଦ୍ ସେରି ବଃଉଁକେ ନିକ ଆର୍ ଉହାସ୍ ।"
Publicidade
Publicidade