26 ତୁମାର୍ ବିତ୍ରେ ସେନ୍କାର୍ ନାୟ୍, ମଃତର୍ ତୁମାର୍ ବିତ୍ରେ ଜେ ବଃଡ୍ ଅଃଉଁକେ ମଃନ୍ କଃରେଦ୍, ସେ ବିନ୍ ଲକାର୍ ସେବାକାରି ହର୍ ଅଃଉଅ । 27 ଆରେକ୍ ଆର୍ ତୁମାର୍ ବିତ୍ରେ ଜେ ସଃବ୍କେ ବଃଡ୍ ଅଃଉଁକେ ମଃନ୍ କଃରେଦ୍, ତଃବେ ସେ ଗତିଦଃଙ୍ଗ୍ଳା ହର୍ ସଃବ୍କାର୍ ସେବା କଃର ।
Publicidade
Publicidade