19 ତଃବେ ତୁମିମଃନ୍ ଜାୟ୍ ସଃବୁ ବାସାର୍ ରିଲା ଲକ୍ମଃନ୍କେ ଉବା, ହଅ ଆର୍ ପବିତ୍ର ଆତ୍ମାର୍ ନାଉଁଏ ବାପ୍ତିସମ୍ ଦଃୟି, ସେମଃନ୍କେ ଚେଲା କଃରା । 20 ଆର୍ ମୁଁୟ୍ ତୁମିମଃନ୍କେ ଜୁୟି ଜୁୟି ଆଡର୍ ଦଃୟି ଆଚି ସେରି ସଃବୁ ମାନୁକ୍ ସିକାଉଆ, ଆରେକ୍ ମଃନେ ରଃକା ଜୁଗ୍ ସେସ୍ ଅଃଉତା ହଃତେକ୍ ସଃବୁବଃଳ୍ ମୁଁୟ୍ ତୁମିମଃନାର୍ ସଃଙ୍ଗେ ସଃଙ୍ଗେ ଆଚି ।"
Publicidade
Publicidade