ସଃତ୍ରୁକେ ଲାଡ୍ କଃରା
43 "ତୁମିମଃନ୍ ସୁଣି ଆଚାସ୍, ଲେକା ଆଚେ, ‘ତୁମାର୍ ନିଜାର୍ ଲକ୍କେ ଲାଡ୍ କଃରା ଆର୍ ତୁମାର୍ ସଃତ୍ରୁକେ ଲାଡ୍ କଃରା ନାୟ୍ ।’ 44 ମଃତର୍ ମୁଁୟ୍ ତୁମିମଃନ୍କେ କଃଉଁଲେ, ତୁମିମଃନାର୍ ସଃତ୍ରୁମଃନ୍କେ ଲାଡ୍ କଃରା, ଆର୍ ଜୁୟି ଲକ୍ମଃନ୍ ତୁମିକେ କଃସ୍ଟ ଦେତି, ସେମଃନାର୍ ଗିନେ ପାର୍ତ୍ନା କଃରା,