1 ତଃବେ ଏ ବାୟ୍ବେଣିମଃନ୍ ମୁୟ୍ଁ ତୁମିମଃନ୍କେ ଇସ୍ୱରାର୍ ଦଃୟାର୍ ଗିନେ ଗଃଉଆରି କଃରୁଲେ; ତୁମିମଃନ୍ ନିଜାର୍ ନିଜାର ଗଃଗାଳ୍କେ ଜିବନ୍ ରିଲାର୍, ପବିତ୍ର ଆର୍ ଇସ୍ୱର୍ ମଃନ୍କଃଲା ହୁଜା ହର୍ ଦଃୟ୍ଦିଆସ୍, ଇରି ତ ତୁମିମଃନାର୍ ଇସ୍ୱର୍ ତଃୟ୍ ଟିକ୍ ସେବା । 2 ତୁମିମଃନ୍ ଇ ଜଃଗତାର୍ ରିତି ହଃର୍କାରେ ଜିବନ୍ କାଟା ନାୟ୍ । ଇସ୍ୱର୍ ତୁମିମଃନାର୍ ମଃନ୍ବାବ୍କେ ବାଦ୍ଲାଅ ଆର୍ ତୁମାର୍ ମଃନ୍ ହୁରାହୁରି ବାବେ ବାଦ୍ଲ । ତଃନ୍ଅୟ୍ଲେକ୍, ଇସ୍ୱରାର୍ ଇଚା କାୟିରି, ତାର୍ ଆକାୟ୍ କୁୟି ସଃବୁ ବିସୟ୍ ସଃତ୍, ମଃନ୍କେ ଗଃଲାର୍ ଆର୍ ସିଦ୍, ଇରି ତୁମିମଃନ୍ ଜାଣୁକେ ହାରାସ୍ ।