19 ଏ ଲାଡାର୍ ବାୟ୍ବେଣିମଃନ୍ ତୁମିମଃନ୍ ନିଜେ ନିଜେ କାର୍ ବାଦ୍ଲା ନିଆ ନାୟ୍ । ଇସ୍ୱରାର୍ ଡଃଣ୍ଡାର୍ ଲକ୍ ଅଃଉତା ହାୟ୍ଁ ତାକେ ଚାଡି ଦିଆସ୍ । ବଃଲେକ୍ ସାସ୍ତରେ ଲେକାଆଚେ, "ମାପୁର୍ କଃଉଁଲା, ମୁୟ୍ଁ ତାର୍ ନ୍ୟାୟ୍ ବିଚାର୍ କଃରିନ୍ଦ୍ । 20 ଆରେକ୍ ହେଁ ଜଦି ତୁମାର୍ ସଃତ୍ରୁ ବୁକେ ଆଚେ, ତଃବେ ତାକେ କାଉଁକେ ଦିଆସ୍; ଜଦି ସସେ ଆଚେ, ତାକେ ସୁରାଉଆ; ବଃଲେକ୍ ଇହର୍ କଃଲେକ୍ ସେ ଲାଜେ ମୁଣ୍ଡ୍ ତଃଳେ କଃରେଦ୍ ।" 21 କଃରାପ୍ କାମେ ଆରି ନଃକେରି, ନିକକାମେ କଃରାପ୍ କାମ୍କେ ଆରାଉଆ ।