3 ଅଃମିମଃନ୍ ଜଃତେକ୍ ଲକ୍ କ୍ରିସ୍ଟ ଜିସୁର୍ ତଃୟ୍ ବାପ୍ତିସମ୍ ଅୟି ଆଚୁ, ସଃବୁଲକ୍ ଜେ ତାର୍ ମଃର୍ନେ ବାପ୍ତିସମ୍ ଅୟି ଆଚୁ, ଇରି କି ତୁମିମଃନ୍ ନଃଜାଣାସ୍ ? 4 ବଃଲେକ୍ ଅଃମିମଃନ୍ ବାପ୍ତିସମ୍ ତଃୟ୍ ମଃଲାକ୍ ତାର୍ ସଃଙ୍ଗ୍ ତହି ଅୟି ଆଚୁ, ଜଃନ୍କଃରି କ୍ରିସ୍ଟ ଉବାର୍ ଜଃଜ୍ମାନାର୍ ସଃକ୍ତିଏ ମଃଲା ଲକ୍ ତଃୟ୍ହୁଣି ଜୁୟି ହଃର୍କାରେ ଉଟ୍ଲା ଅଃମିମଃନ୍ ହେଁ ସେ ହଃର୍କାରେ ଜିବନାର୍ ନଃଉଆଁ ବାବେ ଚାଲାଚାଲ୍ତି କଃରୁଆଁ ।
Publicidade
Publicidade