4 ବଃଲେକ୍ ଅଃମିମଃନ୍ ବାପ୍ତିସମ୍ ତଃୟ୍ ମଃଲାକ୍ ତାର୍ ସଃଙ୍ଗ୍ ତହି ଅୟି ଆଚୁ, ଜଃନ୍କଃରି କ୍ରିସ୍ଟ ଉବାର୍ ଜଃଜ୍ମାନାର୍ ସଃକ୍ତିଏ ମଃଲା ଲକ୍ ତଃୟ୍ହୁଣି ଜୁୟି ହଃର୍କାରେ ଉଟ୍ଲା ଅଃମିମଃନ୍ ହେଁ ସେ ହଃର୍କାରେ ଜିବନାର୍ ନଃଉଆଁ ବାବେ ଚାଲାଚାଲ୍ତି କଃରୁଆଁ ।
5 କାୟିତାକ୍ବଃଲେକ୍ ଜଦି ଅଃମିମଃନ୍ ତାର୍ ମଃର୍ନାର୍ ହର୍ ମଃର୍ନ୍ ବୟଃଗ୍ କଃରି ତାର୍ ସଃଙ୍ଗ୍ ଗଟେକ୍ ଅୟି ଆଚୁ ସେନ୍ ଅୟିଲେକ୍ ବାୟ୍ଦ୍ରେ ତାର୍ ଉଟ୍ତାର୍ ହର୍ ହେଁ ଉଟିକଃରି ତାର୍ ସଃଙ୍ଗ୍ ଗଟେକ୍ ଅଃଉଁନ୍ଦ୍ ।