15 କାୟିତାକ୍ବଃଲେକ୍ ଇସ୍ୱର୍ ଦିଲା ସେ ଆତ୍ମା ତୁମିମଃନ୍କେ ଗତି ତଃୟ୍ ହୁଣି ମୁକ୍ତି କଃରିଆଚେ, ତୁମି ଆରେକ୍ ଡିର୍ତା ଲଳାନାୟ୍ । ମଃତର୍ ପବିତ୍ର ଆତ୍ମା ତୁମିମଃନ୍କେ ଇସ୍ୱରାର୍ ହିଲା ଅଃଉତାର୍ ଅଃଦିକାର୍ ଦଃୟି ଆଚେ । ସେତାର୍ ଗିନେ ଅଃମି ଅଃବେ ଇସ୍ୱର୍କେ "ଉବା" ବଃଲି କଃଉଁଲୁ ।
Publicidade
Publicidade