5 ମଃତର୍ ତୁମିମଃନାର୍ ବିତ୍ରେ ଜଦି କାର୍ ଗ୍ୟାନ୍ ଉଣା ରଃୟ୍ଦ୍, ତଃବେ ଜୁୟି ଇସ୍ୱର୍ ଦଃସ୍ ନଃଦେରି ମେଲା ଆତେ ସଃବ୍କେ ଦାନ୍ କଃରେଦ୍, ତାର୍ ଚଃମେ ସେ ପାର୍ତ୍ନା କଃର, ତଃବେ ତାକ୍ ଦିଆ ଅୟ୍ଦ୍ । 6 ମଃତର୍ ସେ ପାର୍ତ୍ନା କଃର୍ତା ବଃଳ୍ କାୟିରି ହେଁ ଅଃହ୍ରାତ୍ ନଃକେରି ବିସ୍ୱାସ୍ ସଃଙ୍ଗ୍ ପାର୍ତ୍ନା କଃର, କାୟିତାକ୍ବଃଲେକ୍ ଜେ ଅଃହ୍ରାତ୍ କଃରେଦ୍, ସେ ବାଉଏ ଏଣେ ତେଣେ ଅଃଉତା ସଃମ୍ନ୍ଦାର୍ ଉଲାଳ୍ ହର୍ । 7 ସେରଃକମ୍ ଲକ୍ ମାପୁରାର୍ ତଃୟ୍ହୁଣି କାୟିରି ହାୟ୍ନ୍ଦ୍ ବଃଲି ମଃନେ କଃର ନାୟ୍ । 8 ସେ ତ ଦୁୟ୍ମଃନ୍ୟା ଲକ୍, ଅଃହ୍ଣାର୍ ସଃବୁ ରଃକମାର୍ ବିସୟେ ତିର୍ ଅୟି ନଃରେୟ୍ ।
Publicidade
Publicidade