7 ତଃବେ ତୁମିମଃନ୍ ଇସ୍ୱରାର୍ ତଃଳେ ନିଜ୍କେ ସଃହ୍ରି ଦିଆସ୍, ସୟ୍ତାନ୍କେ ଟାଣ୍ ଦିଆସ୍ ନାୟ୍, ତଃନ୍ଅୟ୍ଲେକ୍ ସେ ତୁମାର୍ ତଃୟ୍ହୁଣି ହଃଳାୟ୍ ଜାୟ୍ଦ୍ । 8 ଇସ୍ୱରାର୍ ଚଃମେ ଆସା, ତଃବେ ସେ ତୁମିମଃନାର୍ ଚଃମେ ଅୟ୍ଦ୍ । ଏ ହାହିମଃନ୍, ତୁମିମଃନାର୍ ଆତ୍ ନିର୍ମୁଳ୍ କଃରା, ଆରେକ୍ ଏ ଦୁୟ୍ ମଃନ୍ୟାମଃନ୍, ତୁମିମଃନାର୍ ମଃନ୍ ନିର୍ମୁଳ୍ କଃରା ।