11 ବଃଲେକ୍ ସଃବୁ ମାନାୟ୍ର୍ ମୁକୁଳ୍ତାର୍ ଗିନେ ଇସ୍ୱରାର୍ ଦଃୟା ଜାଣା ହଃଳିଆଚେ । 12 ଆର୍ ଅଃମିମଃନ୍ ଜଃନ୍କଃରି ଅଃଦଃର୍ମ୍ ଆର୍ ଜଃଗତାର୍ ଲାଳସା ଚାଡିକଃରି ଇ ଆଜିର୍ ଜଃଗତେ ନିକବୁଦି, ଦଃର୍ମି ଇସ୍ୱର୍କେ ସଃର୍ଦାକଃର୍ତା ଜିବନ୍ କାଟୁନ୍ଦ୍ । 13 ବଃଡ୍ ଇସ୍ୱର୍ ଆର୍ ଅଃମିମଃନାର୍ ମୁକ୍ଳାଉତାର୍ କ୍ରିସ୍ଟଜିସୁର୍ ଜଃଜ୍ମାନ୍ ଦଃକୁକ୍ ଜାଗିରେଉନ୍ଦ୍, ଇତାର୍ ଗିନେ ବଃର୍ସା କଃରି ସିକ୍ୟା ଦେଉଁଲେ । 14 ୨:୧୪ ୧ ପିତ ୨:୯.ସେ ଜିସୁ କ୍ରିସ୍ଟ ଅଃମିମଃନ୍କେ ସବୁ ହାହେ ହୁଣି ମୁକ୍ଳାଉଁକେ ଆର୍ ଅଃହ୍ଣାର୍ ଗିନେ ସଃତ୍କାମେ କାମିକା ନିଜାର୍ ଲକ୍ହର୍ ନିର୍ମୁଳ୍ କଃରୁକେ ଅଃମିମଃନାର୍ ହାଁୟ୍ ଅଃହ୍ଣାକ୍ ଦିଲା ।