Pular para o conteúdo
Publicidade

୧ କରିନ୍ଥୀୟ 1:1-3

ଅଭିବାଦନ

1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା, 2 କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ, 3 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.