22 କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି, 23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ, 24 କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।
Publicidade