28 ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, 29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
Publicidade
୧ କରିନ୍ଥୀୟ 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.