7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; 8 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।
Publicidade