Pular para o conteúdo
Publicidade

୧ କରିନ୍ଥୀୟ 11:17,18

ପ୍ରଭୁଭୋଜ

17 କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି। 18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.