Pular para o conteúdo
Publicidade

୧ କରିନ୍ଥୀୟ 11:23-26

23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ, 24 "ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।" 25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, "ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।" 26 କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.