4 ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ; 5 ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ; 6 କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି। 7 କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।
22 ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ;