8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, 9 ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି, 10 ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।
Publicidade
୧ କରିନ୍ଥୀୟ 12
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.