ପ୍ରେମର ପରିଚୟ
1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।