ଶୃଙ୍ଖଳିତ ଉପାସନା
26 ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।

+581 estão orando agora.
Junte-se à corrente de oração.