20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି। 21 କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି। 22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
Publicidade
୧ କରିନ୍ଥୀୟ 15
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.