55 "ଜୟ ମୃତ୍ୟୁକୁ ଗ୍ରାସ କରିଅଛି।"
"ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ,
କାହିଁ ତୋର ନାହୁଡ଼?"
56 ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା; 57 କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।