ଶେଷ ନିର୍ଦ୍ଦେଶ
13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ। 14 ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।

+581 estão orando agora.
Junte-se à corrente de oração.