16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; 17 ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।
Publicidade

+581 estão orando agora.
Junte-se à corrente de oração.