17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।