Pular para o conteúdo
Publicidade

୧ କରିନ୍ଥୀୟ 6:12,13

ବ୍ୟଭିଚାରଠାରୁ ପଳାୟନ

12 ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ। 13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.