18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ। 20 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
Publicidade
୧ କରିନ୍ଥୀୟ 6
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.