19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; 20 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
Publicidade