2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? 3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?
Publicidade