15 ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି। 16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?
Publicidade
୧ କରିନ୍ଥୀୟ 7
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.