Pular para o conteúdo
Publicidade

୧ କରିନ୍ଥୀୟ 7:21-24

21 ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇପାର, ତେବେ ବରଂ ସୁଯୋଗ ଅବଲମ୍ବନ କର। 22 କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ। 23 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି, ସେଥିପାଇଁ ମନୁଷ୍ୟର ଦାସ ହୁଅ ନାହିଁ। 24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.