13 ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ? 14 ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।
Publicidade
୧ କରିନ୍ଥୀୟ 9
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.